ଭୁବନେଶ୍ୱର,୧୧/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୨୪୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୯,୨୪୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୫୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 10th Sept
New Positive Cases: 245
Of which 0-18 years: 43
In quarantine: 144
Local contacts: 101(Details of local contacts will be shared by concerned District)
1. Balasore: 3
2. Bargarh: 1
3. Bhadrak: 3
4. Balangir: 12
5. Boudh: 1
6. Cuttack: 12— I & PR Department, Odisha (@IPR_Odisha) September 11, 2022
24. Sambalpur: 16
25. Sonepur: 5
26. Sundargarh: 58
27. State Pool: 8New recoveries: 246
Cumulative tested: 33330088
Positive: 1330240
Recovered: 1319246
Active cases: 1756— I & PR Department, Odisha (@IPR_Odisha) September 11, 2022