ଭୁବନେଶ୍ୱର,୧୨/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୭୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୯,୩୭୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୮୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 11th Sept
New Positive Cases: 194
Of which 0-18 years: 22
In quarantine: 115
Local contacts: 79(Details of local contacts will be shared by concerned District)
1. Angul: 1
2. Balasore: 1
3. Balangir: 11
4. Cuttack: 33
5. Deogarh: 3
6. Ganjam: 1— I & PR Department, Odisha (@IPR_Odisha) September 12, 2022
20. Rayagada: 2
21. Sambalpur: 9
22. Sonepur: 4
23. Sundargarh: 13
24. State Pool: 9New recoveries: 133
Cumulative tested: 33342872
Positive: 1330434
Recovered: 1319379
Active cases: 1817— I & PR Department, Odisha (@IPR_Odisha) September 12, 2022