ଭୁବନେଶ୍ୱର,୧୩/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୩ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୫୯୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୯,୫୮୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୬୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 12th Sept
New Positive Cases: 159
Of which 0-18 years: 18
In quarantine: 93
Local contacts: 66(Details of local contacts will be shared by concerned District)
1. Balasore: 1
2. Bargarh: 7
3. Balangir: 7
4. Cuttack: 26
5. Deogarh: 3
6. Dhenkanal: 3— I & PR Department, Odisha (@IPR_Odisha) September 13, 2022
22. Sambalpur: 3
23. Sonepur: 4
24. Sundargarh: 17
25. State Pool: 6New recoveries: 209
Cumulative tested: 33354414
Positive: 1330593
Recovered: 1319588
Active cases: 1767— I & PR Department, Odisha (@IPR_Odisha) September 13, 2022