ଭୁବନେଶ୍ୱର,୧୪/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୮ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୮୫୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୯,୯୪୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୭୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th Sept
New Positive Cases: 260
Of which 0-18 years: 29
In quarantine: 152
Local contacts: 108(Details of local contacts will be shared by concerned District)
1. Angul: 1
2. Balasore: 9
3. Bargarh: 4
4. Balangir: 9
5. Cuttack: 10
6. Deogarh: 4— I & PR Department, Odisha (@IPR_Odisha) September 14, 2022
22. Sambalpur: 19
23. Sonepur: 6
24. Sundargarh: 41
25. State Pool: 9New recoveries: 353
Cumulative tested: 33368240
Positive: 1330853
Recovered: 1319941
Active cases: 1674— I & PR Department, Odisha (@IPR_Odisha) September 14, 2022