କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣଙ୍କ ଖର୍ଚ୍ଚ ବଢିପାରେ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଜୀବନସାଥୀଙ୍କ ସହିତ କୌଣସି କଥାକୁ ନେଇ ମତଭେଦ ହୋଇପାରେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ଏବଂ ଉତ୍ତମ ସମୟ ଅତିବାହିତ କରିବେ। ଅଚାନକ ଆପଣଙ୍କୁ ଧନଲାଭ ହେବାର ସମ୍ଭାବନା ରହିଛି।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ।ବ୍ୟବସାୟରେ କୌଣସି ବଡ଼ ଡ଼ିଲ ଫାଇନାଲ ହୋଇପାରେ। ବିଦ୍ୟାର୍ଥୀ ମାନେ ନିଜ କ୍ୟାରିୟରକୁ ନେଇ ଚିନ୍ତିତ ରହି ପାରନ୍ତି। କାରବାରରେ ବୃଦ୍ଧି ହେବ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ଘରେ କୌଣସି ମାଙ୍ଗଳିକ ସମାରୋହ ଆୟୋଜିତ ହୋଇପାରେ। ଆପଣଙ୍କୁ ନିଜ ଅଳସ୍ୟକୁ ତ୍ୟାଗ କରି କଠିନ ପରିଶ୍ରମ କରିବା ଉଚିତ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। ଆପଣ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅନୁଭବୀ ଲୋକଙ୍କର ପରାମର୍ଶ ନିଅନ୍ତୁ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟାପାର କ୍ଷେତ୍ରରେ ନୂଆ ନୂଆ ଅବସର ପ୍ରାପ୍ତ ହୋଇପାରେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଆର୍ଥିକ ସଂକଟର ସମ୍ମୁଖୀନ ହେବାକୁ ପଡିପାରେ। ଶାରୀରିକ ରୂପରେ ଆଳସ୍ୟ ଅନୁଭବ କରିବେ। ପିତାମାତାଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ସପକ୍ଷରେ ରହିବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମ ମାମଲାରେ ଆପଣ ସଫଳ ହେବେ। ଆର୍ଥିକ ସ୍ତରରେ ଲାଭବାନ ହେବେ। ଚାକିରି କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ଲୋକେ ପ୍ରଶଂସା କରିବେ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟବସାୟିକ ମାମଲାରେ କିଛି ବାଧା ଉତ୍ପନ୍ନ ହୋଇପାରେ। ପରିବାରରେ ବୃଦ୍ଧ ଲୋକଙ୍କ ସ୍ବାସ୍ଥ୍ୟ ଖରାପ ହେବାର ସମ୍ଭାବନା ରହିଛି।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ଆଜି ସବୁ କ୍ଷେତ୍ରରେ ସତର୍କ ହୋଇ ଚାଲିବା ଆବଶ୍ୟକ। ସମ୍ପର୍କୀୟଙ୍କ ସହିତ ବିଗିଡି ଯାଇଥିବା ସମ୍ବନ୍ଧରେ ସୁଧାର ଆସିବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିବା ସହିତ ଆପଣ ପ୍ରଶଂସିତ ହେବେ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଜୀବନସାଥୀଙ୍କ ସହିତ କୌଣସି କଥାକୁ ନେଇ ସାମାନ୍ୟ ମତଭେଦ ହୋଇପାରେ।କାରବାରରେ ଅଗ୍ରଗତି ହେବ ଏବଂ ବିତ୍ତୀୟ ଲାଭ ପ୍ରାପ୍ତ ହେବ।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।