ଭୁବନେଶ୍ୱର, ୧୬/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
3.A 44-year-old male of Bolangir district.
4.A 72-year-old male of Cuttack district.
5.A 65-year-old male of Sundargarh district who was also suffering from Hypertension.
— H & FW Dept Odisha (@HFWOdisha) December 16, 2020