କିପରି କଟିବ ଆଜି ଆପଣଙ୍କ ଦିନ: ୨୨/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ପରିବାରରେ ସୁଖ ସମୃଦ୍ଧି ବଢ଼ି ରହିବ। ବ୍ୟବସାୟରେ ଆଶାନୁରୂପ ସଫଳତା ମିଳିବ। ଆପଣ କୌଣସି ସ୍ଥାନରେ ନିବେଶ କରି ଲାଭବାନ ହୋଇ ପାରନ୍ତି।

ବୃଷ:ଆଜିର ଦିନରେ ଆପଣଙ୍କ ପାଇଁ ଅନୁକୂଳ ରହିଛି। ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ ଆଶାନୁରୂପ ସଫଳତା ହାସଲ କରିବେ। ଧନ ବୃଦ୍ଧି ହୋଇପାରେ। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ କୌଣସି ପ୍ରକାର ଭୟରୁ ମୁକ୍ତି ମିଳିଯିବ। ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ। ଜୀବନସାଥୀଙ୍କ ସହିତ ବୈଚାରିକ ମତଭେଦ ହୋଇପାରେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟାପାର ଓ ବ୍ୟବସାୟରେ ଆପଣ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣଙ୍କର ସବୁ ଅଭିଳାଷା ପୂରଣ ହେବ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହି ସମୟ ଅନୁକୂଳ ରହିଛି।

କନ୍ୟା:ଆଜି ଆପଣଙ୍କର ଅଭିଳାଷା ବୃଦ୍ଧି ହୋଇପାରେ। ଆଣବିକ ସମାରୋହରେ ଆପଣ ସାମିଲ ହୋଇ ପାରନ୍ତ। ଆପଣଙ୍କ ଆତ୍ମବିଶ୍ବାସ ବୃଦ୍ଧି ହେବ। ବିବାହିତ ଲୋଜଣର ଗୃହସ୍ଥ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ।

ତୁଳା:ଆଜିର ଦିନଟି ଆପଣଙ୍କ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନ ସୁଖମୟ ରହିବ। ପ୍ରେମ ଜୀବନରେ ଆପଣ ଉତ୍ତମ ସମୟ ଅତିବହିତ କରିବେ। ଆଧ୍ୟାତ୍ମିକତା ପ୍ରତି ଆପଣଙ୍କର ରୁଚି ବଢିବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ମତଭେଦ ଦୂର ହେବ। କିଛି ଲୋକେ ଆପଣଙ୍କ କଥା ଶୁଣି ଆପଣଙ୍କ ପ୍ରତି ଆକର୍ଷିତ ହୋଇ ପାରନ୍ତି।

ଧନୁ:ଆଜିର ଦିନଟି ଆପଣଙ୍କ ଲାଭଦାୟକ ସାବ୍ୟସ୍ତ ହେବ। ଆପଣ ନିଜର ଗୁଣ ବ୍ୟବହାର କରି ସବୁ କାର୍ଯ୍ୟରେ ସଫଳତା ହାସଲ କରିବେ।ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ଆପଣ କୌଣସି ଧାର୍ମିକ ଆୟୋଜନରେ ଯୋଗଦାନ କରି ପାରନ୍ତି।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ସବୁ କାର୍ଯ୍ୟ ଉଚିତ ସମୟରେ ସମ୍ପନ୍ନ ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଋଣରୁ ମୁକ୍ତି ମିଳିବ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଆପଣଙ୍କୁ ବରିଷ୍ଠ ଅଧିକାରୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ବ୍ୟସ୍ତ ରହିବେ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରି ପାରନ୍ତି କିନ୍ତୁ କିଛି କରି ପାରିବେ ନାହିଁ। ଘରେ ବୃଦ୍ଧ ଲୋକଙ୍କର ସ୍ବାସ୍ଥ୍ୟ ଭଲ ରହିବ। ସନ୍ତାନଙ୍କ ସଫଳତାରେ ଆପଣଙ୍କ ମନ ପ୍ରସନ୍ନ ରହିବ।