ଭୁବନେଶ୍ୱର,୨୪/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୦ ଓ ସ୍ଥାନୀୟ ଅଞ୍ଚଳରୁ ୯୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୨,୯୫୭କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୨,୨୯୯ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 23rd Sept
New Positive Cases: 222
Of which 0-18 years: 36
In quarantine: 130
Local contacts: 92(Details of local contacts will be shared by concerned District)
1. Balasore: 11
2. Bargarh: 6
3. Bhadrak: 1
4. Balangir: 3
5. Cuttack: 23
6. Deogarh: 2— I & PR Department, Odisha (@IPR_Odisha) September 24, 2022
23. Sambalpur: 13
24. Sonepur: 2
25. Sundargarh: 29
26. State Pool: 11New recoveries: 204
Cumulative tested: 33502100
Positive: 1332957
Recovered: 1322299
Active cases: 1417— I & PR Department, Odisha (@IPR_Odisha) September 24, 2022