କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆକସ୍ମିକ ଧନଲାଭ ହୋଇପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ବ୍ୟକ୍ତିଗତ ଜୀବନରେ ଆପଣଙ୍କ ସମସ୍ୟା ବଢ଼ି ଯାଇପାରେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ପ୍ରେମ ବୃଦ୍ଧି ହେବ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟିକ ମାମଲାରେ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି । ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାରବାର ପାଇଁ ଏହି ସମୟ ଅନୁକୂଳ ରହିଛି।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଧନ ସଞ୍ଚୟ କରି ଲାଭବାନ ହେବେ। ସମ୍ପର୍କୀୟଙ୍କ ସହିତ ହସଖୁସିରେ ସମୟ ଅତିବାହିତ କରିବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାରରେ ଆପଣଙ୍କର କୌଣସି କଥାକୁ ନେଇ ବିରୋଧ ହୋଇପାରେ।ପ୍ରେମ ଜୀବନରେ ଗଭୀରତା ଆସିବ। ସନ୍ତାନଙ୍କ ସମସ୍ୟା ଖୁବ୍ ଶୀଘ୍ର ସମାପ୍ତ ହେବ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କ୍ରୋଧ ଅବସ୍ଥାରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କଳା କ୍ଷେତ୍ରରେ ଜଡ଼ିତ ଲୋକକୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ପ୍ରାପ୍ତ ହେବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ଘରର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। କୌଣସି ସ୍ଥାନରେ ଧନ ନିବେଶ କରି ଲାଭବାନ ହେବେ।।ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଆତ୍ମବିଶ୍ବାସ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖମୟ ରହିବ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅତି ଶୀଘ୍ର କୌଣସି ନିଷ୍ପତ୍ତି ନିଅନ୍ତୁ। ଘରର ବୃଦ୍ଧ ଲୋକଙ୍କ ସେବା କରି ଆପଣ ପୁଣ୍ୟ ଅର୍ଜନ କରିବେ। ବାହନ ସୁଖ ଭୋଗ କରିବେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାରରେ କୌଣସି ସଦସ୍ୟଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ପୁରୁଣା ବନ୍ଧୁ ସର୍ବଦା ଆପଣଙ୍କ ସପକ୍ଷରେ ରହିବେ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କର ସବୁ ମାନସିକ ଚିନ୍ତା ଦୂର ହୋଇଯିବ।ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସିତ ହେବେ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହୋଇ ପାରନ୍ତି।