କିପରି କଟିବ ଆଜି ଆପଣଙ୍କ ଦିନ: ୨୬/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି । ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ,ସବୁଥିରେ ସଫଳତା ହାସଲ କରିବେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହେବେ। ବ୍ୟାପାର କ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବା। ଆଜି ସୋଷ୍ଣଙ୍କୁ ଋଣ ଦେବାରୁ ବଞ୍ଚିତ ରୁହନ୍ତୁ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାହାକୁ କିଛି କହିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ଘରର ସବୁ ଦାୟିତ୍ୱ ତୁଲାଇବେ। ଘରେ ସକାରାତ୍ମକ ପରିବେଶ ସୃଷ୍ଟି ହେବ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଛାତ୍ରଛାତ୍ରୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। କାରବାରରେ ବିସ୍ତାର କରିବା ପାଇଁ ଆପଣ କଠିନ ପରିଶ୍ରମ କରିବେ।

କନ୍ୟା:ଆପଣଙ୍କ ପାଇଁ ଆଜିର ଦିନଟି ସାମାନ୍ୟ ରହିବ। ଆପଣଙ୍କର ଅଟକି ରହିଥିବା ଟଙ୍କା ସଠିକ ସମୟରେ ଫେରସ୍ତ ପାଇବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କାର୍ଯ୍ୟକ୍ଷେତ୍ରରେ କର୍ମଚାରୀ ଆପଣଙ୍କୁ ସହଯୋଗ କରିବେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବନ୍ଧୁ ଓ ସମ୍ପର୍କୀୟଙ୍କ ଠାରୁ ସହଯୋଗ ପ୍ରାପ୍ତ ହୋଇପାରେ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହୋଇପାରେ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। କାର୍ଯ୍ୟକ୍ଷେତ୍ର ଏବଂ ପରିବାର ମଧ୍ୟରେ ଉତ୍ତମ ତାଳମେଳ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ଆସୁଥିବା ସବୁ ବାଧା ବିଘ୍ନ ଦୂର ହୋଇଯିବ। ପାରିବାରିକ ଜୀବନ ସୁଖମୟ ରହିବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କିଛି ଜରୁରୀ କାର୍ଯ୍ୟରେ ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତିରେ ସୁଧାର ଆସିବ। ବ୍ୟବସାୟୀକ ମାମଲାରେ ଯଥେଷ୍ଟ ଲାଭ ପ୍ରାପ୍ତ ହେବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ଆପଣଙ୍କୁ ନିଜର କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ ହେବ। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଘର ଓ ବାହାର ସ୍ଥାନରୁ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ ପ୍ରାପ୍ତ ହେବ। ଆପଣଙ୍କୁ କିଛି ନୂଆ ଜିନିଷ ଶିଖିବା ପାଇଁ ମିଳିବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଉଚ୍ଚ ଅଧିକାରୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।