ଭୁବନେଶ୍ୱର,୨୮/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୭୦୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୩,୦୩୫ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 27th Sept
New Positive Cases: 208
Of which 0-18 years: 26
In quarantine: 119
Local contacts: 89(Details of local contacts will be shared by concerned District)
1. Balasore: 14
2. Bargarh: 3
3. Bhadrak: 2
4. Balangir: 8
5. Cuttack: 27
6. Deogarh: 1— I & PR Department, Odisha (@IPR_Odisha) September 28, 2022
22. Rayagada: 5
23. Sambalpur: 15
24. Sonepur: 2
25. Sundargarh: 35
26. State Pool: 6New recoveries: 204
Cumulative tested: 33551022
Positive: 1333707
Recovered: 1323035
Active cases: 1427— I & PR Department, Odisha (@IPR_Odisha) September 28, 2022