ଭୁବନେଶ୍ୱର, ୧୮/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 71-year-old male of Jagatsinghpur district.
3.A 61-year-old male of Kendrapara district who was also suffering from Diabetes Mellitus, Hypertension & Parkinsonism.
4.A 60-year-old male of Puri district.
— H & FW Dept Odisha (@HFWOdisha) December 18, 2020