ଭୁବନେଶ୍ୱର,୦୭/୧୦: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୪,୭୩୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 6th Oct
New Positive Cases: 63
Of which 0-18 years: 11
In quarantine: 37
Local contacts: 26(Details of local contacts will be shared by concerned District)
1. Balasore: 6
2. Bargarh: 4
3. Balangir: 1
4. Cuttack: 8
5. Jagatsinghpur: 1
6. Jajpur: 3— I & PR Department, Odisha (@IPR_Odisha) October 7, 2022
New recoveries: 166
Cumulative tested: 33635550
Positive: 1334705
Recovered: 1324736
Active cases: 717— I & PR Department, Odisha (@IPR_Odisha) October 7, 2022