ଭୁବନେଶ୍ୱର,୦୯/୧୦: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୩ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୮୭୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୫,୦୩୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୮୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th Oct
New Positive Cases: 89
Of which 0-18 years: 6
In quarantine: 53
Local contacts: 36(Details of local contacts will be shared by concerned District)
1. Balasore: 10
2. Bargarh: 2
3. Balangir: 1
4. Cuttack: 11
5. Deogarh: 1
6. Jagatsinghpur: 2— I & PR Department, Odisha (@IPR_Odisha) October 9, 2022
New recoveries: 124
Cumulative tested: 33653178
Positive: 1334876
Recovered: 1325036
Active cases: 588— I & PR Department, Odisha (@IPR_Odisha) October 9, 2022