କିପରି କଟିବ ଆଜି ଆପଣଙ୍କ ଦିନ: ୧୦/୧୦/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ।ମାନସିକ ସ୍ତରରେ ଆପଣଙ୍କ ମନ ଅଶାନ୍ତ ରହିପାରେ। ଜୀବନସାଥୀ ଆପଣଙ୍କୁ ଖାସ ଉପହାର ଦେଇ ପାରନ୍ତି।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାର ସହିତ ଆପଣ ଉତ୍ତମ ସମୟ ଅତିବାହିତ କରିବେ। ବୈବାହିକ ଜୀବନରେ ମଧୁରତା ଆସିବ।କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କର ବିନମ୍ର ସ୍ଵଭାବ ଯୋଗୁଁ ସମସ୍ତେ ଆପଣଙ୍କୁ ପ୍ରଶଂସା କରିବେ। ସାଂସାରିକ ସୁଖ ଭୋଗ କରିବେ। ଆପଣଙ୍କ ଉପରେ ନକାରାତ୍ମକ ଚିନ୍ତାଧାରା ପ୍ରଭାବ ବିସ୍ତାର କରିପାରେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପ୍ରେମ ଜୀବନ ପାଇଁ ସମୟ ଅନୁକୂଳ ରହିବ। ଜୀବନସାଥୀଙ୍କ ସହିତ କୌଣସି କାରଣ ବଶତଃ ମତଭେଦ ହୋଇପାରେ। ପାରିବାରିକ କାର୍ଯ୍ୟରେ ଆପଣ ବ୍ୟସ୍ତ ରହିବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣ ନୂଆ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ପିତାମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଆପଣ ଗୁରୁଜନଙ୍କ ସହିତ ପରାମର୍ଶ କରନ୍ତୁ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅଧିକ କାର୍ଯ୍ୟ ଚାପ ଯୋଗୁଁ ଆପଣ ଚିନ୍ତିତ ରହିବେ। ପରିବାର ସହିତ ଆପଣ କୌଣସି ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ତୁଳା:ଆଜିର ଦିନରେ ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆସିବ।ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଘରର ଆର୍ଥିକ ପରିସ୍ଥିତି ସୁଧୁରି ଯିବ। ଆପଣଙ୍କୁ ଅଫିସ ଓ ପରିବାର ମଧ୍ୟରେ ଉତ୍ତମ ତାଳମେଳ ବନେଇ ରଖିବା ଆବଶ୍ୟକ। ସମୟର ଉଚିତ ସଦୁପଯୋଗ କରନ୍ତୁ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ରଚନାତ୍ମକ କାର୍ଯ୍ୟରେ ଆପଣଙ୍କର ମନ ଲାଗିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ପୁରୁଣା ରୋଗ ଦୂର ହେବ। ପ୍ରେମ ଜୀବନରେ ମଧୁରତା ଆସିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ଚାପ ଗ୍ରସ୍ତ ରହିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ପରିବାର ଲୋକଙ୍କ ମଧ୍ୟରେ ସମ୍ପର୍କ ସୁଦୃଢ ରହିବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କ ଜୀବନରେ ଆସୁଥିବା ସମସ୍ତ ସମସ୍ୟା ଦୂର ହୋଇଯିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।