ଭୁବନେଶ୍ୱର, ୧୯/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 78-year-old female of Puri district who was also suffering from Diabetes Mellitus & Hypertension.
3.A 75-year-old male of Nuapada district.
— H & FW Dept Odisha (@HFWOdisha) December 19, 2020