କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୧୦/୨୦୨୨

ମେଷ:ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ବ୍ୟବସାୟରେ କ୍ଷତି ସହି ପାରନ୍ତି। ଆୟରେ ବୃଦ୍ଧି ହେବ। ଶିକ୍ଷଣୀୟ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ପରିବାରରେ ଧାର୍ମିକ ଅନୁଷ୍ଠାନର ଆୟୋଜନ ହୋଇପାରେ।

ବୃଷ:ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଉତ୍ତମ ଅବସର ପ୍ରାପ୍ତ ହେବ। ବିଦ୍ୟାର୍ଥୀ ମାନଙ୍କୁ କ୍ୟାରିୟର ସମ୍ବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାକୁ ପଡ଼ିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପ୍ରେମ ଜୀବନରେ ସକାରାତ୍ମକ ପ୍ରଭାବ ସଞ୍ଚାର ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବେ।ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ। ବିବାହ ଯୋଗ୍ୟ ଲୋକଙ୍କ ପାଇଁ ବିବାହ ପ୍ରସ୍ତାବ ପଡିପାରେ । ଆୟରେ ବୃଦ୍ଧି ହେବ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜମିବାଡ଼ି ମାମଲାରେ ଆପଣଙ୍କୁ ସଫଳତା ମିଳିବ। ସମାଜ କଲ୍ୟାଣ କାର୍ଯ୍ୟରେ ଆପଣ ଯୋଗଦାନ କରି କରନ୍ତି। ସାମାଜିକ କାର୍ଯ୍ୟରେ ଆପଣ ଯୋଗଦାନ କରିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ମାନସିକ ଓ ଶାରିରୀକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ଉପରେ ଭରସା ନକରି ନିଜ କର୍ମ ଉପରେ କରନ୍ତୁ। କୌଣସି ଧାର୍ମିକ ଅନୁଷ୍ଠାନରେ ଆପଣ ଯୋଗଦାନ କରି ପାରନ୍ତି।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିରୋଧୀ ମାନଙ୍କ ଠାରୁ ସାବଧାନ ରୁହନ୍ତୁ। ସାମାଜିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ କରିବେ। ପାରିବାରିକ ବାତାବରଣ ସୁଖମୟ ରହିବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ପାରିବାରିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ।ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ମିଳିବ। ଅଚାନକ ଆପଣଙ୍କୁ ଧନ ଲାଭ ହୋଇପାରେ। ଆୟରେ ବୃଦ୍ଧି ହେବ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ଜମିବାଡ଼ି ବା ବାହନ କ୍ରୟ କରି ପାରନ୍ତି।

ମୀନ:ବ୍ୟବସାୟିକ ମାମଲାରେ ଦୂର ସ୍ଥାନକୁ ଯାତ୍ରା କରିବେ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।