ସୂର୍ଯ୍ୟ ପରାଗ ପାଇଁ ଆସନ୍ତା ୨୫ ତାରିଖ ଦିନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨/୧୦: ଆସନ୍ତା ୨୫ ତାରିଖ ଅର୍ଥାତ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ସେହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ banking institution ବନ୍ଦ ରହିବ ବୋଲି ସୂଚନା ମିଳିଛି।