ଭୁବନେଶ୍ୱର,୨୦ /୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of four numbers of Covid positive patients while under treatment in hospitals.
1.A 75-year-old male of Bhubaneswar who was also suffering from Diabetes & Coronary Artery Disease.
— H & FW Dept Odisha (@HFWOdisha) December 20, 2020
4.A 53-year-old female of Sundargarh district who was also suffering from Diabetes.
— H & FW Dept Odisha (@HFWOdisha) December 20, 2020