ଭୁବନେଶ୍ୱର,୨୪ /୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
3.A 51-year-old male of Kalahandi district who was also suffering from Diabetes Mellitus & Hypertension.
4.A 27-year-old female of Sundargarh district who expired due to Cardiomyopathy & Psychosis.
— H & FW Dept Odisha (@HFWOdisha) December 24, 2020