ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪/୨: ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ହୋଇଛି। ମହିଳା ଓ ଶିଶୁ ବିକାଶ ପାଇଁ ୩ ହଜାର ୬୭୦ କୋଟି । ଉଚ୍ଚଶିକ୍ଷା ପାଇଁ ୩ ହଜାର ୧୭୨ କୋଟି । ରାଜସ୍ୱ ଓ ବିପର୍ଯ୍ୟୟ ଓ ପ୍ରଶମନ ପାଇଁ ୩ ହଜାର ୭୬୪ କୋଟି ଟଙ୍କା । ଏମଏସଏମଇ ପାଇଁ ୬ ଶହ ୪୭ କୋଟି ବ୍ୟୟ ବରାଦ । ଭାଷା ସାହିତ୍ୟ ଓ ସଂସ୍କୃତି ପାଇଁ ୨ ଶହ କୋଟି ଟଙ୍କା । ମିଶ୍ନ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି ।