୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଭିସି ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧/୧: ନୂଆ ବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ ହୋଇଛି । ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଭିସି ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୨୭ ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି । ବାଲେଶ୍ବର ଜିଲ୍ଲାକୁ  ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯିବ ବୋଲି ସୁୁଚନା ମିଳିଛି।