ଭୁବନେଶ୍ୱର,୨/୧: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 80-year-old male of Bolangir district who was also suffering from Diabetes Mellitus & Hypertension.
3.A 94-year-old male of Cuttack district who was also suffering from Diabetes Mellitus, Hypertension & Chronic Kidney Disease.
4.A 60-year-old male of Khordha district.
— H & FW Dept Odisha (@HFWOdisha) January 2, 2021