ଇସ୍ରୋ ବୈଜ୍ଞାନିକ ତପନ ମିଶ୍ରଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ ଅଭିଯୋଗ

ନୂଆଦିଲ୍ଲୀ, ୬/୧: ଇସ୍ରୋ ବୈଜ୍ଞାନିକ ତପନ ମିଶ୍ରଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଅଭିଯୋଗ ଆଣିଲେ ତପନ ମିଶ୍ର । କେନ୍ଦ୍ର ସରକାର ଘଟଣାର ତଦନ୍ତ କରାଯାଉ ବୋଲି ଦାବି କରିଛନ୍ତି । ୩ ବର୍ଷ ତଳେ ବିଷ ଦେଇ ମାରିଦେବାକୁ ଉଦ୍ୟମ ହୋଇଥିବା କୁହାଯାଇଛି।ଦୋଷା ଓ ଚଟଣିରେ ବିଷ ଦେଇ ମାରିଦେବାକୁ ଉଦ୍ୟମ ହୋଇଥିଲା । ଗୁରୁତ୍ବପୂର୍ଣ୍ଣ ପଦବୀରୁ ହଟାଇବାକୁ ଷଡ଼ଯନ୍ତ୍ର ହୋଇଥିବା ଅଭିଯୋଗ ହୋଇଛି।