ପ୍ରମିଳା ମଲ୍ଲିକଙ୍କୁ ମିଳିଲା ୨ ବିଭାଗର ଦାୟିତ୍ୱ

ଭୁବନେଶ୍ୱର,୧୩/୫:ପ୍ରମିଳା ମଲ୍ଲିକଙ୍କୁ ମିଳିଛି ୨ ବିଭାଗର ଦାୟିତ୍ୱ । ୨ଟି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ ରାଜସ୍ୱ ମନ୍ତ୍ରୀ ପ୍ରମିଳା । ଗଣଶିକ୍ଷା ଓ ଶ୍ରମ ବିଭାଗ ଦାୟିତ୍ୱରେ ରହିବେ ପ୍ରମିଳା ମଲ୍ଲିକ । ଗତକାଲି ଇସ୍ତଫା ଦେଇଥିଲେ ଉଭୟ ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ଏବଂ ଶ୍ରୀକାନ୍ତ ସାହୁ । ଇସ୍ତଫା ପରେ ଖାଲିପଡିଥିଲା ବିଭାଗ ।