ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି, ଜାଣନ୍ତୁ କାହିଁକି?

ଭୁବନେଶ୍ୱର,୨୭/୦୬: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି  । ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ ଚିଠି ଲେଖାଯାଇଥିବା ସୂଚନା ରହିଛି। ଜଣେ ଆଇଏଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଲ୍ଲେଖ କରାଯାଇଛି। ଆଇଏଏସଙ୍କ ବିରୋଧରେ ପ୍ରମାଣ ସହ  ଅଭିଯୋଗ ହୋଇଥିବା ଜଣାପଡିଛି।