ପୁଣେର ସେରମ ଇନଷ୍ଟିଚ୍ୟୁଟରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧/୧: ପୁଣେର ସେରମ ଇନଷ୍ଟିଚ୍ୟୁଟରେ ଭୟାବହ ନିଆଁ ଲାଗିଛି। ଇନଷ୍ଟିଚ୍ୟୁଟର ନୂଆ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ସେରମ ଇନଷ୍ଟିଚ୍ୟୁଟରେ ତିଆରି ହେଉଛି କରୋନା ଟିକା । ନିଆଁ ଲିଭା କାମରେ ୮ଟି ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି।