ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, ୨୬/୧:  ଆଜି ସାରା ଦେଶ ୭୨ତମ ସାଧରଣତନ୍ତ୍ର ଦିବସ ପାଳନ କରୁଛି।ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ଗଣେଶି ଲାଲ। ସେଠାରେ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁରକ୍ଷା ଦୃଷ୍ଟିରୁ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।