ରମାଦେବୀ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା, ୨ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର, ୨୮/୧: କିଛି ଦିନ ତଳେ ରମାଦେବୀ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ମୃତଦେହକୁ ସ୍କୁଟରରେ ଆଣି ଫିଙ୍ଗିଥିବା ୨ ଅଭିଯୁକ୍ତ ଚିହ୍ନଟ ହୋଇଛନ୍ତି। ୨ ଅଭିଯୁକ୍ତଙ୍କୁ ଚିହ୍ନଟ ନେଇ ଯାଜପୁର ରୋଡ୍‌ SDPOଙ୍କ ସୂଚନା ଦେଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ ଯାଜପୁର କୁଆଖିଆ ମୂଳାପାଳ ଛକ ନିକଟରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।