କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୪/୧୦: ଭି.କେ ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ ମିଳିଛି । ପାଣ୍ଡିଆନଙ୍କୁ ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା । ନବୀନ ଓଡିଶା ଓ 5Tର ଅଧ୍ୟକ୍ଷ ଦାୟିତ୍ୱ ତୁଲାଇବେ ଭି.କେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ । ସୂଚନାଯୋଗ୍ୟ ଯେ ଗତକାଲି ଭିଆରଏସ୍ ନେଇଥିଲେ ପାଣ୍ଡିଆନ୍ ।