କୋରାପୁଟ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର, ୧/୨: କୋରାପୁଟ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା ହୋଇଛି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ସେହିପରି ଗୁରୁତର ଆହତକଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାାାଇଛି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ଏହି  ସହାୟତା ରାଶି ଦିଆଯିବ।