ଆସନ୍ତା ୧୬ରେ ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩/୨: ଫେବ୍ରୁଆରି ୧୬ରେ ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ବୋଲି ସୂଚନା ରହିଛି।