ଅଗ୍ନି-୫ ମିସାଇଲର ସଫଳ ଉତକ୍ଷେପଣ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧/୦୪୩: ସ୍ୱଦେଶୀ ରୂପେ ବିକଶିତ ହେଇଥିବା ଅଗ୍ନି-୫ ମିସାଇଲର ପ୍ରଥମ ଉଡାଣ ସଫଳ ହେଇଛି ବୋଲି ମୋଦୀ ଟୁଇଟ୍ କରି ସୂଚନା ଦେଇଛନ୍ତି । ଆଉ ମିଶନ ଦିବ୍ୟାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ଟୁଇଟ୍ କରି ମୋଦୀ ଲେଖିଛନ୍ତି, ମିଶନ ଦିବ୍ୟାସ୍ତ୍ର ପାଇଁ ଡିଆରଡିଓ ବୈଜ୍ଞାନିକଙ୍କ ଉପରେ ଆମର ଗର୍ବ । ଏମଆଇଆରଭି ଜ୍ଞାନକୌଶଳ ସହ ନିର୍ମାଣ ହେଇଥିବା ଏହି ମିସାଇଲର ସଫଳ ପରୀକ୍ଷଣ ହେଇଛି ।