ଓଡିଶାର ୨୧ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ତାଲିକା, ଜାଣନ୍ତୁ କାହାକୁ ମିଳିଲା ଟିକେଟ

ଭୁବନେଶ୍ୱର,୩୦/୦୩: ନିର୍ବାଚନୀ ତାରିଖ ଘୋଷଣା ସବୁ ଦଳରେ ଟିକେଟ କସରତ ଚାଲିଛି। ଏହାସହ ନେତାଙ୍କ ଦଳଡିଆଁ କାର୍ଯ୍ୟକ୍ରମ ମଧ୍ୟ ଚାଲିଛି। ଏହାରିମଧ୍ୟରେ ଆଜି ଓଡିଶାର ୨୧ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଛି ।

ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
କେଉଁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
କେନ୍ଦ୍ରାପଡ- ବୈଜୟନ୍ତ ପଣ୍ଡା
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
କୋରାପୁଟ – କାଳୀରାମ ମାଝୀ
କଟକ – ଭର୍ତ୍ତୃହରି ମହତାବ
କନ୍ଧମାଳ- ସୁକାନ୍ତ ପାଣିଗ୍ରାହୀ
ଯାଜପୁର –ରବିନ୍ଦ୍ର ନାରାୟଣ ବେହେରା