୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୮/୨: ରାଜ୍ୟରେ ଏବେ କିଛି ଦିନ ହେବ ଖରା କୁ ତାତି ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଆସନ୍ତାକାଲି ସକାଳ ସୁଦ୍ଧା ୧୪ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିିିଛି। ୧୪ ଜିଲ୍ଲା ଗୁଡିକ  ହେଉଛି କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ବରଗଡ଼, ସୁବର୍ଣପୁର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।