ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ, ୩/୩:   ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରାୟତଃ ବିଭିନ୍ନ ପ୍ରକାର ର ନୀତି ରହିଛି। ସେହିପରି ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ। ଏହି ସ୍ଵତନ୍ତ୍ର ନୀତି ଯୋଗେ ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।