ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩/୩: ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାର ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶିମିଳିପାଳ ଅଭୟାରଣ୍ୟରେ ନିଆଁ ନିୟନ୍ତ୍ରଣାଧୀନ ଥିବା ସୂଚନା ମିଳିଛି। ତେଣୁ ସତର୍କତା ଓ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।