ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭/୦୯: ଆଜି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କର  ୭୪ତମ ଜନ୍ମଦିନ। ତାଙ୍କର ଓଡ଼ିଶା ଗସ୍ତ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସ୍ବାଗତ କରିଛନ୍ତି। ଏନେଇ ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ। ତାଙ୍କ ନେତୃତ୍ୱରେ ଭାରତର ଉନ୍ନତି ଓ ସମୃଦ୍ଧିର ଦିଗରେ ଓଡ଼ିଶା ମଧ୍ୟ ନୂଆ ଅଧ୍ୟାୟ ଲେଖୁଛି।ଏହା ପୂର୍ବରୁ ଜନ୍ମଦିନର ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଶୁଭେଛା ଜଣାଇଛନ୍ତି ମୁଖ୍ୟମଜନ୍ମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *