ବଡ଼ ଖବର, ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ

ନୂଆଦିଲ୍ଲୀ,୯/୧୦: ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ। କିଛି ସମୟ ପୂର୍ବରୁ ସେ ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଥିଲା।

Leave a Reply

Your email address will not be published. Required fields are marked *