ଆସନ୍ତା ୨୧ରେ ରାଉରକେଲା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୧୩/୩: ଆସନ୍ତା  ୨୧ରେ ରାଉରକେଲା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ ରାଉରକେଲା ଆସି।ନିଟ୍‌ର ସମାବର୍ତ୍ତନ ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ ରାଜ୍ୟପାଳ ପ୍ରଫେସେର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସହ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଓ ମାନବ ସମ୍ବଳ ବିକାଶ ମନ୍ତ୍ରୀ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ମଧ୍ୟ ଯୋଗ ଦେବାର ସୂଚନା ରହିଛି।