ନୂଆଦିଲ୍ଲୀ, ୩୦/୩: ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରି ସଫଳ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏନେଇ ଟୁଇଟ ଜରିଆରେ ସୂଚନା ଦେଇଛନ୍ତି ଓ ଏମ୍ସ ଡାକ୍ତରୀ ଟିମ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ ପାଇଁ ମଧ୍ୟ ସେ କାମନା କରିଛନ୍ତି।
The President of India, Shri Ramnath Kovind has undergone a successful bypass surgery at AIIMS, Delhi.
I congratulate the team of Doctors for successful operation. Spoke to Director AIIMS to enquire about Rashtrapatiji’s health. Praying for his well-being and speedy recovery.
— Rajnath Singh (@rajnathsingh) March 30, 2021