ପିପିଲି ପାଇଁ ବିଜେଡିର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର, ୨/୪: ପିପିଲି ପାଇଁ ବିଜେଡିର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି । ତାଲିକାରେ ଏକ ନମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି ।ସେହିପରି ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ମହେଶ୍ବର ମହାନ୍ତି, ବ୍ୟୋମକେଶ ରାୟ, ସୁଶାନ୍ତ ସିଂ ସାମିଲ , ଗଣଶିକ୍ଷା ସମୀର ରଞ୍ଜନ ଦାଶ, ଟୁକୁନି ସାହୁ, ତୁଷାରକାନ୍ତି ବେହେରା, ଦେବୀ ତ୍ରିପାଠୀ, ପ୍ରଣବ ବଳବନ୍ତରାୟ, ଅନନ୍ତ ନାରାୟଣ ଜେନା,
ଅରିନ୍ଦମ ରାୟ ଓ ଆକାଶ ଦାସ ନାୟକ, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ । ନିରଞ୍ଜନ ପୂଜାରୀ, ସଞ୍ଜୟ ଦାସବର୍ମା, ପ୍ରମିଳା ମଲ୍ଲିକ, ଅଶୋକ ପଣ୍ଡା, ନବ ଦାସ, ଚନ୍ଦ୍ର ସାରଥି ବେହେରା, ମୁଜିବୁଲ୍ଲା ଖାନ, ପ୍ରୀତି ରଞ୍ଜନ ଘଡ଼େଇ, ସୁଧୀର ସାମଲ ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି।