ରାଜ୍ୟରେ ଆଜି ୪୦୮୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୭/୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରି ମଧ୍ୟରେ ଏକ ଖୁସି ଖବର ଆସିଛି। ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪୦୮୯ କରୋନା ଆକ୍ରାନ୍ତ । ଏହାସହ ରାଜ୍ୟରେ ମୋଟ ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୭୧ ହଜାର ୨୦୦କୁ ବୃଦ୍ଧି ପାଇଛି।