ରାଜ୍ୟରେ ଆଜି ୧୦୨୪୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୮/୫: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରି ମଧ୍ୟରେ ଏକ ଖୁସି ଖବର ଆସିଛି। ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୦୨୪୨ କରୋନା ଆକ୍ରାନ୍ତ । ଏହାସହ ରାଜ୍ୟରେ ମୋଟ ସୁସ୍ଥ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୩୬ହଜାର ୫୯୫କୁ ବୃଦ୍ଧି ପାଇଛି।