ରାଜ୍ୟରେ ଆଜି ୩୪ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୭/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୪ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୬୧୮ କୁ ବୃଦ୍ଧି ପାଇଛି ।