ରାଜ୍ୟରେ ଆଜି ୪୧ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୭/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି କରୋନା ।   ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି ।