ରାଜ୍ୟରେ ଆଜି ୪୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୩/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୪୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୪୬ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୧,୭୮୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଲକ୍ଷ ୮୯ ହଜାର ୦୬୬ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୫୯,୩୬୧ ଜଣ ଚିକିତ୍ସାଧୀନ ଅଛନ୍ତି।