ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍

ଭୁବନେଶ୍ୱର, ୨୬/୧୦( ଦି ପ୍ରଗତି ନ୍ୟୁଜ୍): କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିବା ସୂଚନା ମିଳିଛି।କୋଲ୍‌ସ୍କାମରେ ଏହିପରି ଦଣ୍ଡାଦେଶ କରିଛନ୍ତି ସ୍ବତନ୍ତ୍ର CBI କୋର୍ଟ ।ତାଙ୍କ ସହ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ହୋଇଛି।