ରାଜ୍ୟରେ ଆଜି ୪୨ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୯/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୫୫୦ କୁ ବୃଦ୍ଧି ପାଇଛି ।