ଆରପାରିରିରେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର, ୧୯/୬: ଆଉ ଆମ ଗହଣରେ ନାହାଁନ୍ତି ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ର । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତପୁ ମିଶ୍ରଙ୍କ ଦେହାନ୍ତ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ।